ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ବାଇକ୍‌କୁ ଧକ୍କା ଦେଲା ବସ୍‌, ଚାଲିଗଲା ଚାଳକଙ୍କ ଜୀବନ

25/05/2022 at 7:09 PM

କାମାକ୍ଷାନଗର, ୨୫/୦୫: କାମାକ୍ଷାନଗର ମୁଖ୍ୟରାସ୍ତା ଜଡାପାଳ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଶ୍ରୀ ଗଣେଶ ବସ୍‌ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ଶ୍ରୀମୁଳା ଗ୍ରାମର ମୁକୁନ୍ଦ ସାହୁ ବୋଲି ଜଣାପଡ଼ିଛି । ଦୁର୍ଘଟଣା ଘଟାଇଥିବା ବସକୁ ଉତ୍ତ୍ୟକ୍ତ ଲୋକେ ନିଆଁ ଲଗାଇଦେଇଛନ୍ତି । ତେବେ ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଥିବା ଜଣାପଡ଼ିଛି ।

   Related Posts