Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

କେଶରୀଗୁଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସ୍‌ ଧକ୍କାରେ ବାଇକ୍‌ ଆରୋହୀ ମୃତ

2/07/2022 at 7:25 PM

ନବରଙ୍ଗପୁର, ୦୨/୦୭: ନବରଙ୍ଗପୁର କେଶରୀଗୁଡା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବସ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ତେନ୍ତୁଳିଖୁଣ୍ଟି ଥାନା ହାବିଲଦାର ଭଗବାନ ଭତରା । ନିଜ ଘର କୋଡ଼ିଙ୍ଗା ଥାନା ଜାଗନିଗୁଡ଼ାକୁ ଯାଉଥିବା ବେଳେ ତାଙ୍କର ଏପରି ଦୁର୍ଘଟଣା ଘଟିଛି ।

   Related Posts