Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଯାତ୍ରୀବାହୀ ବସ ସହ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା, ୫ ଆହତ, ଜଣେ ଗୁରୁତର

15/07/2022 at 7:09 PM

ରାଉରକେଲା,୧୫/୦୭: ରାଉରକେଲାରେ ଯାତ୍ରୀବାହୀ ବସ ସହ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡ଼ିଛି । ଫଳରେ ଏହି ଦୁର୍ଘଟଣାରେ ୫ ଜଣେ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ରାଉରକେଲା ସରକାରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଚାନ୍ଦିପୋଷ ଅନ୍ତର୍ଗତ ମଧୁପୁର ନିକଟରେ ଏହି ଦୁର୍ଘଟଣା ଘଟିଛି । ରାଉରକେଲାରୁ ବଣେଇ ଯାଉଥିଲା ନିହାରିକା ନାମକ ଘରୋଇ ବସ । ଏହି ବସରେ ୨୦ ଜଣ ଯାତ୍ରୀ ଯାତ୍ରା କରୁଥିବା ଜଣାପଡ଼ିଛି ।

   Related Posts