Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ରାଉରକେଲାରୁ ଯାଜପୁର ଯାଉଥିଲା ବସ୍‌, ଅଧାରାସ୍ତାରେ ରାସ୍ତାକଡ଼କୁ ଓଲଟିଲା

9/10/2022 at 9:47 AM

କାମାକ୍ଷାନଗର ୦୯।୧୦ : ଓଲଟିଲା ଯାତ୍ରୀବାହୀ ବସ୍‌ । ଯାହାଫଳରେ ୪ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ରୋନୀ ନାମକ ଏକ ବସ୍‌ ରାଉରକଲୋରୁ ଯାତ୍ରୀ ନେଇ ଯାଜପୁର ଅଭିମୁଖେ ଯାଉଥିଲା । ହେଲେ ଜାତୀୟ ରାଜପଥ ୧୪୯  ଭେଜିଆ ଶିବ ମନ୍ଦିର ନିକଟରେ  ବସ୍‌ଟି ଭାରସାମ୍ୟ ହରାଇ ଓଲଟିପଡିଥିଲା । ଯାହାଫଳରେ ଗାଡିରେ ଯାତ୍ରୀଙ୍କ ମଧ୍ୟରୁ ୪ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ତାଳଚେର ସ୍ଥିତ ମଣ୍ଡାପାଳ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts