ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବସ ; ୧୦ରୁ ଅଧିକ ଆହତ

Published By : Prameya-News7 Bureau | June 18, 2018 IST

ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ | ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବସ | ଭଦ୍ରକ ବାସୁଦେବପୁରରୁ ବିଦେଇ ଯାଉଥିବା ସୁଲୋଚନା ବସ ଦୁର୍ଘଟଣାଗ୍ରସ୍ତ ହୋଇଛି | ଏଥିରେ ୧୦ରୁ ଅଧିକ ଆହତ ହୋଇଛନ୍ତି | ଆହତଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.