AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ଟେଣ୍ଡର କାମକୁ ନେଇ ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବସ୍ ମାଲିକଙ୍କ ଉପରକୁ ଗୁଳିମାଡ

8/10/2018 at 9:13 AM

ଭୁବନେଶ୍ବର ୮|୧୦:  ଭୁବନେଶ୍ବର ବରମୁଣ୍ଡାରେ ବସ୍ ମାଲିକଙ୍କ ଉପରକୁ ଗୁଳିମାଡ ହୋଇଛି । ଗତକାଲି ବିଳମ୍ବିତ ରାତିରେ ବସ୍ ମାଲିକ ପ୍ରୀତମ ଜେନାମଣିଙ୍କୁ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ପ୍ରୀତମଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରୀତମଙ୍କ ଡାହାଣ ହାତରେ ଗୁଳି ବାଜିଛି । ବରମୁଣ୍ଡା ବସଷ୍ଟାଣ୍ଡର ଏକ ଟେଣ୍ଡର କାମକୁ ନେଇ ଗୁଳିମାଡ ହୋଇଥିବା ସୂଚନା ମିଳିଛି । ଖଣ୍ଡଗିରି ପୋଲିସର ଘଟଣାରେ ତଦନ୍ତ ଆରମ୍ଭ କରିଛି ।

   Related Posts