AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ଜମିବାଡି ବିବାଦକୁ ନେଇ ଜଟଣୀ କନ୍ତିଆରେ ଫୁଟିଲା ବୋମା, ବ୍ୟବସାୟୀ ଗୁରୁତର
  • ||
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍ ; ୪ ଗୁରୁତର

27/09/2018 at 5:05 PM

ଭଞ୍ଜନଗର ୨୭/୯ : ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍ | ଭଞ୍ଜନଗର ପାଟୁଳିସାହି ନିକଟରେ ସାଇରାମ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି | ବେଲଗୁଣ୍ଠାରୁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରୁ ଫେରୁଥିବା ବେଳେ ବସ୍ ଟି ରାସ୍ତା କଡକୁ ଓଲଟି ପଡିଥିଲା | ଦୁର୍ଘଟଣାରେ ୪ ଜଣ ଗୁରୁତର ଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି | ଗୁରୁତର ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି | ବସରେ ମୋଟ ୪୫ଜଣ ଯାତ୍ରୀ ଥିଲେ |

   Related Posts