oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ପ୍ରାର୍ଥନା ବିଳମ୍ବ ହେବାରୁ ରାଗିଗଲେ ଶିକ୍ଷକ: ଛାତ୍ରୀଙ୍କୁ ବସ୍‌ ଉଠ କଲେ, ୭ ଛାତ୍ରୀ ହସ୍ପିଟାଲରେ ଭର୍ତ୍ତି

11/04/2022 at 10:20 AM

ପାଟଣାଗଡ଼ ୧୧/୦୪: ପାଟଣାଗଡ଼ ବ୍ଲକ ଶୁନାମୁଦି ଗାଁରେ ଥିବା ବାପୁଜି ହାଇସ୍କୁଲରେ ଅଘଟଣ । ପ୍ରାର୍ଥନା ବିଳମ୍ବ ହେବାରୁ ଭୂଗୋଳ ଶିକ୍ଷକ ଛାତ୍ରୀମାନଙ୍କୁ ୫୦ଥର କାନ ଧରି ଉଠ ବସ କଲେ । ଫଳରେ ୭ ଜଣ ଛାତ୍ରୀ ବେହୋସ ହୋଇ ପଡିଯାଇଥିଲେ ।

ସଂଗେ ସଂଗେ ସେମାନଙ୍କୁ ହସ୍ପିଟାଲକୁ ନିଆଯାଇଛି । ଚିକିତ୍ସା ପାଇଁ ପାଟଣାଗଡ଼ ଡାକ୍ତରଖାନାକୁ ଆଣି ଚିକିତ୍ସିତ କରାଯାଇଛି । ସେପଟେ ଘଟଣା ପରେ ସବୁଠି ଆଲୋଚନାର ବିଷୟ ପାଲଟିଛି । ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି ।

   Related Posts