suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ ; କୃଷି ଏବଂ ଜନମଙ୍ଗଳ ଅଧିକାରୀଙ୍କ କ୍ୟାଡ଼ର ପୁନର୍ଗଠନ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

2/11/2018 at 9:46 AM

ଭୁବନେଶ୍ବର ୨|୧୧:    ଆଜି ବସୁଛି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଏହି ବୈଠକରେ କୃଷି ଏବଂ ଜନମଙ୍ଗଳ ଅଧିକାରୀଙ୍କ କ୍ୟାଡ଼ର ପୁନର୍ଗଠନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି । ଏଥି ସହିତ ସ୍ବାସ୍ଥ୍ୟ, ରାଜସ୍ବ ଓ ଖାଦ୍ୟ ଯୋଗାଣ ବିଭାଗର କେତୋଟି ପ୍ରସ୍ତାବ ଉପରେ ମୋହର ଲାଗିପାରେ । କ୍ୟାବିନେଟରେ ପ୍ରାୟ ୫ରୁ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ବୋଲି ଜଣାପଡ଼ିଛି ।

   Related Posts