vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେନିସକୁ ଅଲବିଦା କହିଥାନ୍ତେ ରାଫେଲ ନାଦାଲ ! କିନ୍ତୁ…
  • ||
  • ଖୋର୍ଦ୍ଧା : ରାସ୍ତାକଡ଼କୁ ଖସିଲା ‘ଲିଙ୍ଗରାଜ’, ବସ୍‌ରେ ଥିଲେ ୨୦ରୁ ଅଧିକ ଯାତ୍ରୀ…
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ କୋଭିଡ୍ ପଜିଟିଭ୍
  • ||
  • ଜୁଲାଇ ୫ରେ ମାଟ୍ରିକ୍‌ ରେଜଲ୍ଟ ! ସୋମବାର ହୋଇପାରେ ଘୋଷଣା
  • ||
  • ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ, ଶେଷଦିନରେ ନେତାଙ୍କୁ ଗୁରୁମନ୍ତ୍ର ଦେବେ ମୋଦୀ
  • ||
  • ସାମ୍ନାକୁ ଆସିଲେ କହ୍ନେୟାଲାଲ ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀ, ବଖାଣିଲେ ଛାତିଥରା କାହାଣୀ
  • ||
  • ମୌସୁମୀକୁ ସକ୍ରିୟ କରିବ ଲଘୁଚାପ : ରବିବାର ଓ ସୋମବାର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ, ଆଜି ବନ୍ୟାଞ୍ଚଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

31/08/2020 at 12:56 PM

ଭୁବନେଶ୍ବର ୩୧।୦୮ : ଘୁଞ୍ଚିଲା କ୍ୟାବିନେଟ ବୈଠକ । ଆସନ୍ତାକାଲିକୁ ଘୁଞ୍ଚିଛି ରାଜ୍ୟ କ୍ୟାବିନେଟ୍‌ର ବୈଠକ । ଆସନ୍ତାକାଲି ଅପରାହ୍ନରେ ବସିବ କ୍ୟାବିନେଟ ବୈଠକ । ତେବେ ଆଜି ଅପରାହ୍ନରେ ଆକାଶମାର୍ଗରୁ ବନ୍ୟାଞ୍ଚଳ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ।

ରାଜ୍ୟର ୨୦ଟି ଜିଲ୍ଲା ବନ୍ୟା ଜଳରେ ପ୍ରଭାବିତ ହୋଇଛି । ଉପରମୁଣ୍ଡରେ ବର୍ଷା କମିଥିଲେ ମଧ୍ୟ ରାଜ୍ୟର ଅନେକ ଗାଁ ଏବେ ବି ପାଣି ଘେରରେ ରହିଛି । ତେବେ ରାଜ୍ୟର ବନ୍ୟା ସ୍ଥିତି ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ । ଏହାପରେ ସେ ବନ୍ୟା ସ୍ଥିତି ଓ ଉଦ୍ଧାର କାର୍ଯ୍ୟ ନେଇ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିବେ ।

   Related Posts