ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ସୋମବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ୧୦ଟି ପ୍ରସ୍ତାବ ଉପରେ ଲାଗିପାର ମୋହର

11/02/2023 at 11:07 AM

ଭୁବନେଶ୍ୱର ୧୧।୦୨ : ସୋମବାର ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍‌ ବୈଠକ । ଏହି ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିବାର ସୂଚନା ମିଳିଛି ।

ଖବର ଅନୁଯାୟୀ, ସୋମବାର ବସିବାକୁ ଥିବା କ୍ୟାବିନେଟ୍‌ ବୈଠକରେ ଆସିବାକୁ ଥିବା ପ୍ରସ୍ତାବ ମଧ୍ୟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ହେବାକୁ ଥିବା ବଜେଟକୁ ଅନୁମୋଦନ ମିଳିପାରେ । ଏହାସହ ସୋମବାର ଦିନ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ମଧ୍ୟ ଅନୁଷ୍ଠିତ ହେବାକୁ ଅଛି ।

   Related Posts