vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେନିସକୁ ଅଲବିଦା କହିଥାନ୍ତେ ରାଫେଲ ନାଦାଲ ! କିନ୍ତୁ…
  • ||
  • ଖୋର୍ଦ୍ଧା : ରାସ୍ତାକଡ଼କୁ ଖସିଲା ‘ଲିଙ୍ଗରାଜ’, ବସ୍‌ରେ ଥିଲେ ୨୦ରୁ ଅଧିକ ଯାତ୍ରୀ…
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ କୋଭିଡ୍ ପଜିଟିଭ୍
  • ||
  • ଜୁଲାଇ ୫ରେ ମାଟ୍ରିକ୍‌ ରେଜଲ୍ଟ ! ସୋମବାର ହୋଇପାରେ ଘୋଷଣା
  • ||
  • ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ, ଶେଷଦିନରେ ନେତାଙ୍କୁ ଗୁରୁମନ୍ତ୍ର ଦେବେ ମୋଦୀ
  • ||
  • ସାମ୍ନାକୁ ଆସିଲେ କହ୍ନେୟାଲାଲ ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀ, ବଖାଣିଲେ ଛାତିଥରା କାହାଣୀ
  • ||
  • ମୌସୁମୀକୁ ସକ୍ରିୟ କରିବ ଲଘୁଚାପ : ରବିବାର ଓ ସୋମବାର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆସିପାରେ ୨୦ଟି ପ୍ରସ୍ତାବ

18/05/2022 at 7:32 AM

ଭୁବନେଶ୍ୱର ୧୮।୦୫ : ଆଜି ବସିବ ରାଜ୍ୟ କ୍ୟାବିନେଟ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟ୍ ଫର୍ମରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବ।

ତେବେ ଆଜିର ଏହି କ୍ୟାବିନେଟ୍ ବୈଠକରେ ପାଖାପାଖି ୨୦ଟି ପ୍ରସ୍ତାବ କ୍ୟାବିନେଟ୍ ର ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ। ଏଥି ମଧ୍ୟରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ଥିବା ଜଣାପଡ଼ିଛି। ମନ୍ତ୍ରୀମାନେ ଲୋକସେବା ଭବନ କିମ୍ବା ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନ୍ ଫରେନ୍ସିଂ ଜରିଆରେ କ୍ୟାବିନେଟ୍ ବୈଠକରେ ଭାଗ ନେବେ। ଆସନ୍ତା ୨୯ ତାରିଖରେ ନବୀନ ପଟ୍ଟନାୟକଙ୍କ ସରକାର ପଞ୍ଚମ ପାଳିର ତୃତୀୟ ବର୍ଷ ପୂରଣ କରୁଥିବାରୁ କ୍ୟାବିନେଟ୍ ରେ କିଛି ବଡ଼ ଘୋଷଣା ହେବାର ସମ୍ଭାବନା ରହିଛି।

   Related Posts