ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ୍‌ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା ଋଣ ପରିମାଣ
  • ||

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଭିନ୍ନ ପ୍ରସ୍ତାବ ଉପରେ ବାଜିପାରେ ମୋହର

21/10/2022 at 7:36 AM

ଭୁବନେଶ୍ୱର ୨୧/୧୦: ଶୁକ୍ରବାର ବସିବ ରାଜ୍ୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ହୋଇପାରେ ଆଲୋଚନା । ତେବେ ଅନେକ ପ୍ରସ୍ତାବ ଉପରେ ବି ବାଜିପାରେ ମୋହର । ବିଶେଷକରି କ୍ରୀଡା ଓ ଶିକ୍ଷା ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ସନ୍ଧ୍ୟା ୫.୩୦ ରେ ଏହି ବୈଠକ ବସିବାର ସୂଚନା ରହିଛି ।

   Related Posts