ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଭିନ୍ନ ପ୍ରସ୍ତାବ ଉପରେ ବାଜିପାରେ ମୋହର

Published By : Prameya-News7 Bureau | October 21, 2022 IST

ଭୁବନେଶ୍ୱର ୨୧/୧୦: ଶୁକ୍ରବାର ବସିବ ରାଜ୍ୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ହୋଇପାରେ ଆଲୋଚନା । ତେବେ ଅନେକ ପ୍ରସ୍ତାବ ଉପରେ ବି ବାଜିପାରେ ମୋହର । ବିଶେଷକରି କ୍ରୀଡା ଓ ଶିକ୍ଷା ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ସନ୍ଧ୍ୟା ୫.୩୦ ରେ ଏହି ବୈଠକ ବସିବାର ସୂଚନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.