ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପାଇଁ କ୍ୟାଣ୍ଡେଲ ଶୋଭାଯାତ୍ରା, ଏକାଠି ହେଲେ ଏକାଧିକ ସାମ୍ବାଦିକ

27/09/2022 at 3:02 PM

ଭଦ୍ରକ ୨୭।୦୯ : ଧାମନଗର ବିଧାୟକ ତଥା ବିରୋଧୀଦଳ ଉପନେତା ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପାଇଁ କ୍ୟାଣ୍ଡେଲ ଶୋଭାଯାତ୍ରା । ଭଦ୍ରକ ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକଙ୍କ ପକ୍ଷରୁ ଏହି କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଛି ।

ସ୍ବର୍ଗତ ବିଷ୍ଣୁ ସେଠୀ ପୂର୍ବରୁ ସାମ୍ବାଦିକ ଭାବେ କାର୍ଯ୍ୟ କରୁଥିଲେ । ତେଣୁ ଭଦ୍ରକ ଜିଲ୍ଲାର ସାମ୍ବାଦିକ ମାନେ ତାଙ୍କ ଉଦ୍ଦେଶ୍ୟରେ କ୍ୟାଣ୍ଡେଲ ଶୋଭାଯାତ୍ରା କରିଛନ୍ତି । ଭଦ୍ରକ ସହରର ମହତାବ କୋଠି ନିକଟରୁ  ଶୋଭାଯାତ୍ରା ବାହାରି ପୁରା ସହର ପରିକ୍ରମା କରିଥିଲା । ପରେ ଟାଉନ ହଲ ଛକ ନିକଟରେ ଏକ ଶୋକ ସଭାର ଆୟୋଜନ ହୋଇଥିଲା । ଶେଷରେ ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ଅମର ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ।

   Related Posts