ଶନିବାର ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଏକାଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

NEWS7
car-and-bike-accident-in-bhubaneswar-unit-8

ଭୁବନେଶ୍ୱର ୩୧।୦୧ : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୫ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ । ଶନିବାର ସକାଳ ୧୧ଟାରେ ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ।