Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ଡିଭାଇଡର୍ ଭାଙ୍ଗି ଦୋକାନକୁ ପଶିଲା କାର୍, ଅଳ୍ପକେ ବର୍ତ୍ତିଲେ ଦୋକାନୀ

18/03/2023 at 9:50 AM

ବାରଙ୍ଗ ୧୮।୩: ଡିଭାଇଡର୍ ଭାଙ୍ଗି ଦୋକାନକୁ ପଶିଲା କାର୍ । ଅଳ୍ପକେ ବର୍ତ୍ତିଲେ ଦୋକାନୀ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ କେଳୁଚରଣ ପାର୍କ ସମ୍ମୁଖରେ ଦୁର୍ଘଟଣା ଘଟିଛି । ଗାଡ଼କଣ ପଟୁ ଦ୍ରୁତ ଗତିରେ ଆସୁଥିବା ଗୋଟିଏ କାର୍ ଭାରସାମ୍ୟ ହରାଇ ପାର୍କ ସମ୍ମୁଖରେ ଥିବା ଡିଭାଇଡରକୁ ଭାଙ୍ଗି ରାସ୍ତା ପାର୍ଶ୍ଵରେ ଥିବା ଦୋକାନ ଭିତରକୁ ପଶିଥିଲା । ଡିଭାଇଡରକୁ ପିଟିବା ପରେ କାର୍‌ଟିର ଦୁଇଟି ଚକା ଓ ଇଞ୍ଜିନ ଫାଟି ଧୂଆଁ ବାହାରୁଥିବା କହିଛନ୍ତି ପ୍ରତ୍ୟେକ୍ଷଦର୍ଶୀ । ଦୁର୍ଘଟଣା ହେବା ପରେ ଡ୍ରାଇଭର ଜଣକ ପଳାଇ ଯାଇଥିବା ବେଳେ ତାଙ୍କର ପରିଚୟ ମିଳିପାରିନାହିଁ । ତେବେ ଘଟଣାରେ କେହି ଆହତ ହୋଇନଥିଲେ ହେଁ ସ୍ଥାନୀୟ ଅଞ୍ଚଳରେ ଜମୁଥିବା ଭିଡ଼ ପାଇଁ ପୋଲିସ ଉପସ୍ଥିତ ରହିଛି ।

   Related Posts