ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ

9/08/2022 at 12:58 PM

ଜି.ଉଦୟଗିରି ୯।୮: କନ୍ଧମାଳ କଳିଙ୍ଗା ନିକଟରେ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣେ ମହିଳା ଗୁରୁତର ହୋଇଥିବା ବେଳେ ଜଣେ ଶିଶୁ ଏବଂ ଅନ୍ୟ ଜଣେ ମହିଳା ଆହତ ହୋଇଛନ୍ତ । ସମସ୍ତଙ୍କୁ ଜି.ଉଦୟଗିରି ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା କଳିଙ୍ଗା ନିକଟସ୍ଥ ଡିଏଭି ଏବଂ ରାଇପଦା ନିକଟରେ ଏକ କାର୍ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି । କାର୍‌ଟି ବାଲିଗୁଡାରୁ ବ୍ରହ୍ମପୁର ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି । ପ୍ରବଳ ବର୍ଷା ଯୋଗୁଁ ଭାରସାମ୍ୟ ହରାଇ ଏପରି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ଦୁର୍ଘଟଣା ଫଳରେ ଜଣେ ମହିଳା ଗୁରୁତର ହୋଇଥିବା ବେଳେ ଜଣେ ଶିଶୁ ଏବଂ ଅନ୍ୟ ଜଣେ ମହିଳା ଆହତ ହୋଇଛନ୍ତି । ସମସ୍ତଙ୍କୁ ଜି.ଉଦୟଗିରି ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

   Related Posts