ବାଇକ୍କୁ ଧକ୍କା ଦେଇ ଜଳିଗଲା କାର, ସ୍ଵାମୀ ମୃତ, ସ୍ତ୍ରୀ-ଶିଶୁ ଗୁରୁତର
8/01/2023 at 8:39 PM

ଯାଜପୁରରୋଡ୍: କଳିଙ୍ଗନଗର ଥାନା ଗୋଲାଗାଁ ଛକନିକଟରେ ଦୁର୍ଘଟଣା। ବାଇକ୍କୁ ଧକ୍କା ଦେଇ ଜଳିଗଲା କାର। ଘଟଣାସ୍ଥଳରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଏବଂ ଶିଶୁ ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଟାଟା ମେଡିକାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାର ଚାଳକକୁ କାବୁ କରି ପୋଲିସ ଜିମା ଦେଇଛନ୍ତି ସ୍ଥାନୀୟ ଲୋକେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Related Posts
ମାର୍ଚ୍ଚ ୧୦ ରୁ ମାଟ୍ରିକ୍ ସମ୍ମେଟିଭ୍ ୨, ସକାଳ ୮ଟାରୁ ୧୦ଟା ଯାଏଁ ପରୀକ୍ଷା
5 February 2023
ଡକାୟତି ଯୋଜନା ପଣ୍ଡ, ୫ଜଣଙ୍କୁ ବାନ୍ଧିଲା ପୋଲିସ
5 February 2023
ସ୍କୁଲରେ ଭୂତ ଭୟ ! ଦୀର୍ଘ ଦିନ ହେବ ବିଦ୍ୟାଳୟରେ ଝୁଲୁଛି ତାଲା
5 February 2023