oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

କାମାକ୍ଷାନଗରରେ ବାଇକକୁ ପିଟିଲା କାର ; ବାଇକ ଆରୋହୀ ମୃତ

22/08/2018 at 12:59 AM

କାମାକ୍ଷାନଗର କଙ୍କଡାହାଡ ଥାନା କିର୍ତ୍ତନପୂର ଠାରେ ବାଇକ କୁ ପିଟିଲା କାର । ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ସେହି ଥାନା ଅନ୍ତର୍ଗତ କନ୍ଧରା ଗ୍ରାମର ଭରତ ସିଂ। ଆଜି ସକାଳ ସମୟରେ ଭରତ ସିଂ ଘରୁ ବାଇକ ଯୋଗେ କିର୍ତ୍ତନପୁର ଅଭିମୂଖେ ଯାଉଥିବାବେଳେ ବିପରିତ ଦିଗରୁ ଆସୁଥିବା କାର୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହା ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ଘଟଣା ସ୍ଥଳରେ କଙ୍କଡାହାଡ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇିଁ ପଠାଇବା ସହ ତଦନ୍ତ ଚଳାଇଛି।

   Related Posts