Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ବିଦ୍ୟୁତ ଖୁଣ୍ଟରେ ପିଟିହୋଇ କାର୍‌ରେ ଲାଗିଲା ନିଆଁ

4/03/2023 at 3:16 PM

ନିମାପଡା ୪।୩: ବିଦ୍ୟୁତ ଖୁଣ୍ଟରେ ପିଟିହୋଇ କାର୍‌ରେ ଲାଗିଲା ନିଆଁ । କାର୍‌ରେ ୩ଜଣ ଯୁବତୀ ଏବଂ ଜଣେ ଯୁବକ ଥିଲେ । ଯୁବକ ଜଣଙ୍କ କାର୍ ଚଲାଉଥିଲେ । ଯୁବକ ଜଣଙ୍କ ଗୁରୁତର ହୋଇଥିବା ବେଳେ ସମସ୍ତେ ପୁରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ପୁରୀରୁ ଭୁବନେଶ୍ୱର ଯାଉଥିବା ଏକ କାର୍ ବୀରଗୋବିନ୍ଦପୁର ଦକ୍ଷିଣ କାଳୀ ମନ୍ଦିର ନିକଟରେ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭରସାମ୍ୟ ହରାଇ କାର୍‌ଟି ଏକ ଇଲେକ୍ଟ୍ରିକ ଖୁଣ୍ଟରେ ପିଟି ହେବା ପରେ ସେଥିରେ ନିଆଁ ଲାଗିଯାଇଥିଲ । କାର୍‌ରେ ତିନି ଜଣ ଯୁବତୀ ଓ ଜଣେ ଯୁବକ ରହିଥିଲେ । ଯୁବକ ଜଣଙ୍କ କାର୍ ଚଲାଉଥିଲେ । ଯୁବକ ଜଣଙ୍କ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ପୁରୀ ବଡ଼ ଡାକ୍ତରଖାନରେ ଚିକିତ୍ସା କରାଯାଉଛି ।

   Related Posts