Live Live

ରାଜ୍ୟ

ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀଙ୍କ ଚୁକ୍ତି ଅଭିଯୋଗ ମାମଲା, ୨୦ ତାରିଖରେ ଆସିବ ରାୟ

ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀଙ୍କ ଚୁକ୍ତି ଅଭିଯୋଗ ମାମଲା, ୨୦ ତାରିଖରେ ଆସିବ ରାୟ

January 16, 2026

ଭୁବନେଶ୍ବର: ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀଙ୍କ ଚୁକ୍ତି ଅଭିଯୋଗ ମାମଲାର ଶୁଣାଣି ତାରିଖ ପୁଣି ଘୁଞ୍ଚିଲା। ଆସନ୍ତା ୨୦ ତାରିଖକୁ ଘୁଞ୍ଚିଲା ନିଷ୍ପତ୍ତି ଶୁଣାଣି। ମଙ୍ଗଳବାର ଅର୍ଥାତ ଜାନୁଆରୀ ୨୦ ତାରିଖରେ ନିଷ୍ପତ୍ତି ଶୁଣାଇବେ ଭୁବନେଶ୍ବର ସିଭିଲ କୋର୍ଟ। ସୂଚନାଯୋଗ୍ୟ, ଯାତ୍ରା ପାର୍ଟି ସହ ଚୁକ୍ତି ଖିଲାପକୁ...

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ, ଶୋକ ପ୍ରକାଶ କଲେ ସୋଆ ପ୍ରତିଷ୍ଠାତା ସଭାପତି

January 16, 2026

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ବୀର କିଶୋର ସରାପଙ୍କ ଗୁରୁବାର ପରଲୋକ ହୋଇଯାଇଛି। ମୃତ......

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ, ଶୋକ ପ୍ରକାଶ କଲେ ସୋଆ ପ୍ରତିଷ୍ଠାତା ସଭାପତି

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସଂସ୍କାର ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ୪ ସୂତ୍ରୀ ମନ୍ତ୍ର, ୨୦୨୬ରୁ ୨୦୩୬ ବର୍ଷର ପ୍ରସ୍ତୁତି ଉପରେ ଗୁରୁତ୍ଵ

January 16, 2026

ଭୁବନେଶ୍ଵର: ଭୁବନେଶ୍ବର ପରିଦର୍ଶନରେ ଆସି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପାଠ୍ୟକ୍ରମ ସଂସ୍କାର ଓ ପାଠ୍ୟପୁସ୍ତକ ବିକାଶ ସମ୍ପର୍କରେ ଏକ ଆଲୋଚନା ବୈଠକରେ ଯୋଗ ଦେଇଛନ୍ତି। ଏହି ଆଲୋଚନାରେ ରାଜ୍ୟ ସରକାରଙ୍କ ବିଦ୍ୟାଳ......

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସଂସ୍କାର ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ୪ ସୂତ୍ରୀ ମନ୍ତ୍ର, ୨୦୨୬ରୁ ୨୦୩୬ ବର୍ଷର ପ୍ରସ୍ତୁତି ଉପରେ ଗୁରୁତ୍ଵ

ବିଜେପିରେ ମିଶିଲେ ଯାଜପୁରର ପୂର୍ବତନ ସାଂସଦ ରିତା ତରାଇ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ବି ଯୋଗଦେଲେ

January 16, 2026

ଭୁବନେଶ୍ବର ୧୬।୧: ଯାଜପୁର ବିଜେଡିକୁ ଝଟ୍କା । ବିଜେପିରେ ଯୋଗ ଦେଲେ ଯାଜପୁରର ପୂର୍ବତନ ସାଂସଦ ରିତା ତରାଇ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ନଳିନୀ ପ୍ରଭା ଜେନା ଓ ଉପାଧ୍ୟକ୍ଷ ଗଣେଶ୍ୱର ବରାଳ । ନିଜର ବହୁ ସଂଖ୍ୟକ ସମର୍ଥକଙ୍କ ସହ ବିଜେପିରେ ଯୋଗଦେଲ......

ବିଜେପିରେ ମିଶିଲେ ଯାଜପୁରର ପୂର୍ବତନ ସାଂସଦ ରିତା ତରାଇ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ବି ଯୋଗଦେଲେ

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ, କହିଲେ- ଦୁଇ ଜଣ ବିଜେପି ବିରୋଧରେ ଲଢ଼େଇ କରୁଛୁ

January 16, 2026

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟୀ ସଭାପତି ଅଖିଳେଶ ଯାଦବ। ଶୁକ୍ରବାର ଅଖିଳେଖ ନବୀନ ନିବାସରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ......

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ, କହିଲେ- ଦୁଇ ଜଣ ବିଜେପି ବିରୋଧରେ ଲଢ଼େଇ କରୁଛୁ