scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ପିପିଏଲ୍‌ରେ ୨୫ଲକ୍ଷ ଟଙ୍କା ଲାଞ୍ଚ କାରବାର ଘଟଣା : ଗିରଫ ୬ ଅଭିଯୁକ୍ତଙ୍କ ରିମାଣ୍ଡ ଶେଷ, କୋର୍ଟରେ ହେବେ ହାଜର

10/08/2022 at 1:34 PM

ଭୁବନେଶ୍ବର ୧୦।୮: ପାରାଦ୍ବୀପ ପୋର୍ଟ କନଭେୟର ବେଲ୍ଟ ମରାମତି ନାଁରେ ୨୫ ଲକ୍ଷ ଲାଞ୍ଚ ଘଟଣାରେ ଗିରଫ ହୋଇଥିବା ୬ ଅଭିଯୁକ୍ତଙ୍କ ରିମାଣ୍ଡ ଶେଷ ହୋଇଛି । ରିମାଣ୍ଡ ଶେଷ ହେବା ପରେ ବୁଧବାର ସମସ୍ତଙ୍କୁ କୋର୍ଟରେ ହାଜର କରିବ ସିବିଆଇ । ଗିରଫଙ୍କ ମଧ୍ୟରେ ଶିଳ୍ପପତି ମହିମା ମିଶ୍ରଙ୍କ ସାନ ପୁଅ ଚର୍ଚ୍ଚିତ ମିଶ୍ର ଅଛନ୍ତି ।

ତେବେ ବୁଧବାର ସକାଳୁ ସମସ୍ତ ଅଭିଯୁକ୍ତଙ୍କୁ ଦିଲ୍ଲୀରୁ ଭୁବନେଶ୍ବର ଆଣିଥିଲା ସିବିଆଇ । ଅପରାହ୍ନରେ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ । ହାଜର ପରେ ଅଭିଯୁକ୍ତଙ୍କ ଜାମିନ ଉପରେ ଶୁଣାଣି ହେବ ବୋଲି ଜଣାପଡିଛି ।

   Related Posts