oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଆଜି ପ୍ରକାଶ ପାଇବ CBSE ଦଶମ ରେଜଲ୍ଟ

15/07/2020 at 7:28 AM

ନୂଆଦିଲ୍ଲୀ ୧୫।୦୭:  ଆଜି  ପ୍ରକାଶ ପାଇବ CBSE ଦଶମ ରେଜଲ୍ଟ । ଟ୍ବିଟ୍ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ନିଶଙ୍କ ପୋଖରୀୱାଲ ।  ସକାଳ ୧୦ଟା ସମୟରେ ପରୀକ୍ଷା ଫଳ CBSE ବୋର୍ଡର ୱେବସାଇଟରେ ଉପଲବ୍ଧ ହେବ । cbse.nic.in ଏବଂ cbseresults.nic.in , ଏହି ଦୁଇଟି ୱେବସାଇଟରେ ପରୀକ୍ଷା ଫଳ ପ୍ରକାଶ ପାଇବ ।

ସୋମବାର  ସିବିଏସ୍ଇ ଦ୍ବାଦଶ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇଥିଲା । ଚଳିତ ବର୍ଷ ଦ୍ୱାଦଶ ଶ୍ରେଣୀର ଫଳାଫଳ ପୂର୍ବ ବର୍ଷ ତୁଳନାରେ ୫.୩୮ ପ୍ରତିଶତ ଅଧିକ ରହିଛି । ଚଳିତ ବର୍ଷ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାର ଫଳାଫଳ ୮୮.୭୮ ପ୍ରତିଶତ ରହିଛି । ଦ୍ୱାଦଶ ପରୀକ୍ଷାରେ ପୁଅଙ୍କ ଅପେକ୍ଷା ଝିଅମାନେ ବେଶ୍  ଭଲ ପ୍ରଦର୍ଶନ କରିଛନ୍ତି ।  

   Related Posts