Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଅଟ୍ଟାଳୀ ଜଗନ୍ନାଥଙ୍କ ଚାପ ଖେଳ, ନୌକା ବିହାରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା

24/05/2022 at 9:02 AM

ଆଠଗଡ ୨୪/୦୫: ଚାପ ଖେଳୁଛନ୍ତି ଆଠଗଡ ସଦର ସ୍ଥିତ ଅଟ୍ଟାଳୀ ଜଗନ୍ନାଥ । ଦିତୀୟ ଦିନରେ ପ୍ରଭୁ ଶ୍ରୀ ରାଧା ଗୋବିନ୍ଦ ଏବଂ ଶ୍ରୀ ଅଟ୍ଟାଳୀ ଜଗନ୍ନାଥଙ୍କ ଚାପ ଯାତ୍ରା । ଆଠଗଡ଼ ଭାଗୀରଥି ସାଗର ବଡପୋଖରି ପୁଷ୍କରିଣୀରେ ନୌକା ବିହାର କରୁଛନ୍ତି ଶ୍ରୀଜୀଉ ।

ରାଜୁଡ଼ା ଅମଳରୁ ଏହି ଦୃଶ୍ୟ ଦେଖିବାକୁ ମିଳୁଛି କଟକ ଜିଲ୍ଲାର ଆଠଗଡ଼ରେ । ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ପୁଷ୍କରିଣୀରେ ନୌକା ବିହାର କରୁଛନ୍ତି । ଶ୍ରୀଜୀଉଙ୍କ ଚାପଖେଳ ଦେଖିବାକୁ ବହୁ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା । ଏହି ଅବସରରେ ଶ୍ରୀ ଅଟ୍ଟାଳୀ ଜଗନ୍ନାଥ ଭଜନ ସନ୍ଧ୍ୟା ପକ୍ଷରୁ ଭଜନ ପରିବେଷଣ କରାଯାଇଥିଲା ।

   Related Posts