scan steel
web-baneer-728x90
1 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ପ୍ରମୁଖ ଖବର
  • ଉତ୍ତରକାଶୀ ଟନେଲରୁ ବଡ଼ ଖବର ।। ୧୭ ଦିନ ପରେ ଉଦ୍ଧାରରେ ମିଳିଲା ସଫଳତା ।। ସମସ୍ତ ୪୧ ଶ୍ରମିକ ଉଦ୍ଧାର ।। ସୁଡ଼ଙ୍ଗରେ ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଶେଷ ।। ୧୭ ଦିନ ପରେ ସୁଡ଼ଙ୍ଗରୁ ସକୁଶଳ ଉଦ୍ଧାର ହେଲେ ୪୧ ଶ୍ରମିକ ।। ଉଦ୍ଧାର ସମସ୍ତ ୪୧ ଜଣ ଶ୍ରମିକଙ୍କୁ ସେମାନଙ୍କ ପରିବାର ସହ ପଠାଗଲା ହସ୍ପିଟାଲ
  • ||

ଅପରାହ୍ନରେ ବସିବ ଛତିଶା ନିଯୋଗ ବୈଠକ, ବନକଲାଗି ନୀତି ବିବାଦ ନେଇ ଆଲୋଚନା

21/07/2023 at 9:32 AM

ପୁରୀ ୨୧/୦୭: ଆଜି ବସିବ ଛତିଶା ନିଯୋଗ ବୈଠକ । ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଅପରାହ୍ନ ପାଞ୍ଚଟାରେ ବସିବ ଛତିଶା ନିଯୋଗ ବୈଠକ । ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ପ୍ରସଙ୍ଗ ନେଇ ବୈଠକରେ ଆଲୋଚନା ସହ ନିଆଯିବ ନିଷ୍ପତ୍ତି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ପୁରୀ ଜିଲ୍ଲାପାଳ, ଏସପି, ଛତିଶା ନିଯୋଗର ସଦସ୍ୟ ମାନଙ୍କ ସହ ପରିଚାଳନା କମିଟିର ସେବାୟତ ସଦସ୍ୟ ମାନେ ବୈଠକରେ ଉପସ୍ଥିତ ରହିବେ। ମହାପ୍ରଭୁଙ୍କ ବନକଲାଗି ନୀତି ବିବାଦ ନେଇ ମଧ୍ୟ ହୋଇପାରେ ଆଲୋଚନା ।

you can also read…

   Related Posts