ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଛତିଶଗଡ ମୁଖ୍ୟମନ୍ତ୍ରୀ ପାଳିଲେ ନୂଆଁଖାଇ, ଖଲି ପତ୍ର ଓ ଦନାରେ କଲେ ନବାନ୍ନ ଭୋଜନ

2/09/2022 at 10:09 AM

ଝାରସୁଗୁଡା ୦୨/୦୯: ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ପାଳିଲେ ନୂଆଁଖାଇ । କୃଷି ଭିତ୍ତିକ ଗଣପର୍ବ ନୂଆଖାଇ କେବଳ ଯେ ପଶ୍ଚିମ ଓଡ଼ିଶାରେ ସୀମିତ ଅଛି ତାହା ନୁହେଁ ବରଂ ପଡୋଶୀ ଛତିଶଗଡ଼ ପର୍ଯ୍ୟନ୍ତ ପରିବ୍ୟତ ତାହା ପ୍ରମାଣ କରିଛି ।

ରାୟଗଡ଼ା ଜିଲ୍ଲାର ଲୋଇଙ୍ଗ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବଘେଲ ପହଞ୍ଚି ପ୍ରଥମେ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ପରେ ସ୍ଥାନୀୟ ଚାଷୀ ବାହାଦୁର ଶିଦାରଙ୍କ ଘରେ ପହଞ୍ଚି ଖଲି ପତ୍ର ଓ ଦନାରେ ନବାନ୍ନ ଭକ୍ଷଣ କରିଥିଲେ ।

   Related Posts