ଭୁବନେଶ୍ବର ୨୧।୧୦: ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୁରୁବାର ମୁମ୍ବାଇରେ ହେବାକୁ ଥିବା ଇଣ୍ଡିଆ କେମ୍ ୨୦୨୬ରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏହା ସହ ଅନେକ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ ।

Also Read:- ଘର ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତରେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ମଧ୍ୟ ସାମିଲ ହେବାର ସୂଚନା ରହିଛି ।