ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

30/05/2022 at 5:57 PM

ନୂଆଦିଲ୍ଲୀ ୩୦/୦୫ : ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରେ ନବୀନ ଓ ମୋଦୀଙ୍କ ମଧ୍ୟରେ ୩୦ ମିନିଟର ଆଲୋଚନା ହୋଇଥିଲା। ମୋଦୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି “କରୋନା ପାଇଁ ପ୍ରଧାନ ମନ୍ତ୍ରୀଙ୍କ ସହିତ ଭେଟ ହୋଇ ପାରିନଥିଲା। ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା। ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନି”।

ସୂଚନା ଥାଉକି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନଙ୍କ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୬: ୩୦ ରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ। ରାଜ୍ଯର ବିଭିନ୍ନ ପ୍ରସଙ୍ଗକୁ ନେଇ ଅମିତ ଶାହଙ୍କ ସହିତ ଆଲୋଚନା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  

   Related Posts