ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଶ୍ରୀଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ପ୍ରସଙ୍ଗ, ଅନୁମତି ଦେବାଲାଗି  ଯୁକ୍ତି ବାଢିଲେ ରାଜ୍ୟ ସରକାର

1/06/2022 at 10:21 AM

ଭୁବନେଶ୍ବର ୧।୬: ଶ୍ରୀଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ-୨୦୨୦କୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉଠାଇଥିବା ଆପତ୍ତି ଉପରେ ଓଡ଼ିଶା ସରକାର ନିଜର ସ୍ପଷ୍ଟୀକରଣ ରଖିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ଗୃହ ସଚିବଙ୍କୁ ଚିଠି ଲେଖିଛନ୍ତି । ଗୃହ ମନ୍ତ୍ରଣାଳୟ ଦ୍ବାରା ଏହି ଅଧ୍ୟାଦେଶକୁ ନେଇ ୨୦୨୨ ମାର୍ଚ୍ଚ ୩ ତାରିଖ ଓ ୨୦ ତାରିଖରେ ଯେଉଁ ସବୁ ଆପତ୍ତି ଉଠାଯାଇଥିଲା, ତାହା ଉପରେ ଓଡ଼ିଶା ସରକାର ଆଭିମୁଖ୍ୟ ରଖିଛନ୍ତି ।

ଅଧ୍ୟାଦେଶରେ କେନ୍ଦ୍ର ସରକାରଙ୍କ ଆମସାର ଆକ୍ଟ-୧୯୫୮ ଓ ଏଏଟି ଆକ୍ଟ-୧୯୭୨ର ବିରୋଧାଚରଣ କରୁଛି ବୋଲି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଯେଉଁ ଆପତ୍ତି ଉଠାଇଥିଲା ।  ଶ୍ରୀଜଗନ୍ନାଥ ମନ୍ଦିର ଆଇନ-୧୯୫୫କୁ କାର୍ଯ୍ୟକାରୀ କରାଯାଇ ଯେଉଁଭଳି ପୁରୀରେ ଶ୍ରୀଜଗନ୍ନାଥ ମନ୍ଦିରର ନିତିକାନ୍ତି ଓ ଦର୍ଶନକୁ ସୁବ୍ୟବସ୍ଥିତ କରାଯାଇଛି, ସେହିଭଳି ପ୍ରାବଧାନ ଏହି ଅଧ୍ୟାଦେଶରେ ରହିଛି । ତେଣୁ ଏହାକୁ ଅନୁମତି ଦେବାଲାଗି  ଓଡ଼ିଶା ସରକାର ଯୁକ୍ତି ବାଢିଛନ୍ତି ।

   Related Posts