AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ପରଭେଜ୍ ମୁଶାରଫ୍, ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ଦେହାନ୍ତ
  • ||
  • ବ୍ରହ୍ମପୁର : ଅବକାରୀ ଗୁଇନ୍ଦା ବିଭାଗକୁ ସଫଳତା, ୨୪୦ କିଲୋ ଗଞ୍ଜେଇ ଜବତ
  • ||

କାଳିଆ ଯୋଜନାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

17/01/2019 at 3:49 PM

ଭୁବନେଶ୍ବର ୧୭|୧: କାଳିଆ ଯୋଜନାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଅଦିତ୍ୟ ପ୍ରସାଦ ପାଢୀ । ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ । ଆସନ୍ତା ୨୨ ତାରିଖ ସୁଦ୍ଧା କାଳିଆ ଯୋଜନାର ହିତାଧିକାରୀଙ୍କ ଚୁଡ଼ାନ୍ତ ତାଲିକା ପ୍ରକାଶ ପାଇବ । ୨୫ରେ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟ ଅର୍ଥ ପ୍ରଦାନ କରାଯିବ । ୨୫ ତାରିଖରୁ ଫେବୃଆରୀ ୫ ନୂଆ ଆବେଦନକାରୀଙ୍କର ତର୍ଜମା କରାଯାଇ ପଞ୍ଚାୟତସ୍ତରରେ ତାଲିକା ପ୍ରକାଶ ପାଇବ ।

   Related Posts