ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ, କହିଲେ ୩ ମାସ ମଧ୍ୟରେ ସରିବ କାମ

28/01/2023 at 2:11 PM

ପୁରୀ ୨୮/୦୧: ଆସନ୍ତା ୩ ମାସ ମଧ୍ୟରେ ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ । ୩ ମାସ ମଧ୍ୟରେ ସରିବ ଶ୍ରୀମନ୍ଦିର କାମ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ମୁଖ୍ୟ ଶାସନ ସଚିବ କହିଛନ୍ତି ଶ୍ରଦ୍ଧାଳୁ, ଭକ୍ତ ଓ ଜଗନାଥପ୍ରେମୀଙ୍କ ଉଦେଶ୍ୟରେ ହେବ ସମର୍ପିତ । ସାଧାରଣ ଜନତା ପ୍ରମୁଖ ମହାପ୍ରଭୁଙ୍କ ସମସ୍ତ ତଥ୍ୟବଳୀ ଜାଣିପାରିବେ ।

ସୂଚନା ଥାଉକି, ପୁରୀରେ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର କରୁଛନ୍ତି ଅନୁଧ୍ୟାନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ପ୍ରଥମେ ସ୍ଵର୍ଗଦ୍ଵାର ଯାଇ ଏହାର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ।

ଏଥିସହ ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଚାଲିଥିବା ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ମଧ୍ୟ କରିବେ ଅନୁଧ୍ୟାନ । ମୁଖ୍ୟ ଶାସନ ସଚିବଙ୍କ ସହ ଜିଲ୍ଲାପାଳ ସମର୍ଥ ବର୍ମା, ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ।

   Related Posts