oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଅଲୋଡା ହେଲା ଶିଶୁ ପୁତ୍ର : ପରିତ୍ୟକ୍ତ କୂଅରୁ ମିଳିଲା ମୃତଦେହ

3/01/2022 at 12:38 PM

ଧର୍ମଗଡ ୩।୧: ଅଲୋଡା ହେଲା ଶିଶୁପୁତ୍ର । ପରିତ୍ୟକ୍ତ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର । କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଜୟନ୍ତପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଜୟନ୍ତପୁର ଗାଁରେ ଥିବା ଏକ କୂଅରୁ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକେ ସନ୍ଦେହ କରିଥିଲେ । ପରିତ୍ୟକ୍ତ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର ହୋଇଛି । ତେବେ କିଏ ଓ କେଉଁ ପରିସ୍ଥିତିରେ ଶିଶୁଟିକୁ ଫିଙ୍ଗି ଦେଇଛି ତାହା ଜଣାପଡିନାହିଁ ।

   Related Posts