ଅଲୋଡା ହେଲା ଶିଶୁ ପୁତ୍ର : ପରିତ୍ୟକ୍ତ କୂଅରୁ ମିଳିଲା ମୃତଦେହ

Published By : Prameya-News7 Bureau | January 03, 2022 IST

ଧର୍ମଗଡ ୩।୧: ଅଲୋଡା ହେଲା ଶିଶୁପୁତ୍ର । ପରିତ୍ୟକ୍ତ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର । କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଜୟନ୍ତପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

{"id":568698,"width":753,"height":414,"sizeSlug":"full","linkDestination":"none"}

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଜୟନ୍ତପୁର ଗାଁରେ ଥିବା ଏକ କୂଅରୁ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକେ ସନ୍ଦେହ କରିଥିଲେ । ପରିତ୍ୟକ୍ତ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର ହୋଇଛି । ତେବେ କିଏ ଓ କେଉଁ ପରିସ୍ଥିତିରେ ଶିଶୁଟିକୁ ଫିଙ୍ଗି ଦେଇଛି ତାହା ଜଣାପଡିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.