oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ସ୍ବାସ୍ଥ୍ୟକେନ୍ଦ୍ରରୁ ନବଜାତ ଶିଶୁକନ୍ୟା ବିକ୍ରି ଅଭିଯୋଗ, ସଂପୃକ୍ତ ନର୍ସ ଏବଂ ତାଙ୍କ ସ୍ୱାମୀଙ୍କ ନାମରେ ଏତଲା

11/05/2022 at 6:52 PM

ଜଗତସିଂହପୁର, ୧୧।୦୫: ମଣିଜଙ୍ଗା ସ୍ବାସ୍ଥ୍ୟକେନ୍ଦ୍ରରୁ ନବଜାତ ଶିଶୁକନ୍ୟା ବିକ୍ରି ଅଭିଯୋଗ । କାର୍ଯ୍ୟରତ ଜଣେ ନର୍ସଙ୍କୁ ଶିଶୁଟିର ବାପ-ମାଆ ବିକ୍ରି କରିଥିବା ବେଳେ ଚାଇଲଡ଼ ଲାଇନ ଓ ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ନର୍ସଙ୍କ ଘରେ ଚଢ଼ାଉ କରି ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି । ବେଆଇନ ଭାବରେ ଶିଶୁକନ୍ୟା ନେଇଥିବାରୁ ସମ୍ପୃକ୍ତ ନର୍ସ ଓ ତାଙ୍କ ସ୍ବାମୀଙ୍କ ନାଁରେ ଏତାଲା ଦିଆଯାଇଥିବା ଜଣାପଡ଼ିଛି ।

   Related Posts