ଚିତ୍ରକୋଣ୍ଡା ଟ୍ରାକ୍ଟର ଦୁର୍ଘଟଣା; ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | May 04, 2023 IST

ଭୁବନେଶ୍ୱର ୦୪/୦୫: ଟ୍ରାକ୍ଟର ଦୁର୍ଘଟଣାରେ ମୃତକଙ୍କ ପରିବାରରକୁ ତିନି ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଗତକାଲି ବା ବୁଧବାର ମାଲକାନଗିରିର ଚିତ୍ରକୋଣ୍ଡା ଅଞ୍ଚଳରେ ଟ୍ରାକ୍ଟର ଦୁର୍ଘଟଣାରେ ଚାରି ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଣାରେ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାପ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ନବୀନ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.