ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଭାରତ ଫାଇନାନ୍ସରୁ ଚୋରି ଘଟଣା, ୩ ଜଣଙ୍କୁ ଗିରଫ କଲା ପୋଲିସ

9/10/2021 at 5:13 PM

ଚୌଦ୍ୱାର, ୦୯/୧୦:  ଚୌଦ୍ୱାର ଭାରତ ଫାଇନାନ୍ସରୁ ଚୋରି ହୋଇଥିବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ୍‌ । ୪୮ଘଣ୍ଟା ମଧ୍ୟରେ ଛଅ ଲକ୍ଷ ଟଙ୍କା ଜବତ କରିଛି ଚୌଦ୍ୱାର ପୋଲିସ । ମୁଖ୍ୟ ଅଭିଯୁକ୍ତ ସୂର୍ଯ୍ୟକାନ୍ତ ସାମଲଙ୍କ ସମେତ ତିନି ଜଣଙ୍କୁ ଗିରଫ କରି ପୋଲିସ୍‌ ଅଧିକ ତଦନ୍ତ ଚଲାଇଥିବା ଜଣାପଡ଼ିଛି ।

   Related Posts