ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଭସାଣୀ ଵେଳେ ତୀଵ୍ର ଉତ୍ତେଜନା, ଝାଞ୍ଜିରିମଙ୍ଗଳା ଗଡା ନିକଟରେ ଦୁଇ ପୂଜା ମଣ୍ଡପର କର୍ମୀ ମୁହାଁମୁହିଁ

6/10/2022 at 4:39 PM

କଟକ: ଭସାଣୀ ଵେଳେ ତୀଵ୍ର ଉତ୍ତେଜନା ଦେଖାଦେଇଛି । ଝାଞ୍ଜିରିମଙ୍ଗଳା ଗଡା ନିକଟରେ ଦୁଇ ପୂଜା ମଣ୍ଡପର କର୍ମୀ ମୁହାଁମୁହିଁ ହେବା ଫଳରେ ପ୍ରଵଳ ଟେକା ପଥର ଓ ଲାଠିମାଡ ମାଡ ହୋଇଥିବା ଜଣାପଡ଼ିଛି । କୁସୀନପୁର ଓ ମୁନ ଷ୍ଟାର କ୍ଲଵ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ବେଳେ ସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସ ଚେଷ୍ଟା ଜାରି ରଖିଛି ।

   Related Posts