ବେଆଇନ୍ ବାଲି ଚାଲାଣକୁ ନେଇ ଦୁଇ ଗୋଷ୍ଠୀ ମୁହାମୁହିଁ, ଜଣେ ମୃତ, ଅନ୍ୟଜଣେ ଗୁରୁତର

Published By : Prameya-News7 Bureau | October 23, 2022 IST

ଚୌଦ୍ୱାର, ୨୩/୧୦: ବେଆଇନ୍ ବାଲି ଚାଲାଣକୁ ନେଇ ଦୁଇ ଗୋଷ୍ଠୀ ମୁହାମୁହିଁ ହୋଇଥିବା ଜଣାପଡ଼ିଛି । ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ନାମ ହାତୀ ମହାନ୍ତି ବୋଲି ସୁଚନା ଥିବାବେଳେ ଅନ୍ୟ ଜଣେ ଗୁରୁତର ରହିଛନ୍ତି । ଘଟଣା ସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ଉଭୟଙ୍କୁ ମେଡ଼ିକାଲ ପହଞ୍ଚାଇ ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.