oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ରାଜଧାନୀରେ ଗୋଷ୍ଠୀ ସଂଘର୍ଷ, ଛୁରା ମାଡରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

15/01/2022 at 7:48 PM

ଭୁବନେଶ୍ଵର ୧୫।୦୧: ରାଜଧାନୀରେ ଗୋଷ୍ଠୀ ସଂଘର୍ଷରେ ଗଡିଲା ମୁଣ୍ଡ। ଛୁରାମାଡରେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ବିଭତ୍ସ ହତ୍ୟା ଗଜପତି ନଗର ପ୍ରେସ ଛକରେ ଘଟିଛି। ମୃତକ  ହେଉଛନ୍ତି ଗାଡକଣ ଅଞ୍ଚଳର ଚିଣ୍ଟୁ।

ସୂଚନା ଅନୁଯାୟୀ, କୌଣସି କଥାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ପରେ ଉଭୟ ଗୋଷ୍ଠୀ ପରସ୍ପର ଉପରେ ଆକ୍ରମଣ କରିଥିଲେ। ଏହି ସମୟରେ ଛୁରା ମାଡରେ ଜନେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତରଙ୍କୁ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସହିଦନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଛାନବିନ୍ ଆରମ୍ଭ କରିଛି।

   Related Posts