oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ରଣକ୍ଷେତ୍ର ପାଲଟିଲା କଂଗ୍ରେସ ଭବନ, ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅନେକ କର୍ମୀ ଆହତ

8/01/2022 at 6:47 PM

ଭୁବନେଶ୍ଵର ୦୮।୦୧: ରଣକ୍ଷେତ୍ର ପାଲଟିଲା କଂଗ୍ରେସ ଭବନ। ଦଳୀୟ କନ୍ଦଳରେ ବୁଡି ରହୁଥିବା ଏହି ପୁରାତନ ଦଳରେ ଗଣ୍ଡଗୋଳ ସାଧାରଣ କଥାରେ ପରିଣତ ହୋଇଗଲାଣି। ଆଉ ଗଣ୍ଡଗୋଳର ମଇଦାନ ପାଲଟୁଛି ଭୁବନେଶ୍ଵର କଂଗ୍ରେସ ଭବନ। ଏହି କ୍ରମରେ ରବିବାର କଂଗ୍ରେସ ଭବନରେ ଯୁବ କଂଗ୍ରେସ ଏବଂ ଛାତ୍ର କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ମାରପିଟ୍ ସହ ଗାଡି ଭଙ୍ଗାରୁଜା ହୋଇଛି। ଏଥିରେ ଉଭୟ ପକ୍ଷର ଅନେକ କର୍ମୀ ଆହତ ହୋଇଛନ୍ତି।  ଏପରିକି ଅନେକ କର୍ମୀଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁଇ ଗୋଷ୍ଠୀର ଆକ୍ରମଣରେ ଜଣେ ସାମ୍ବାଦିକ ମଧ୍ୟ ଆହତ ହୋଇଛନ୍ତି। ଏହା ପୂର୍ବରୁ ମଧ୍ୟ କଂଗ୍ରେସ ଭବନରେ ଗଣ୍ଡଗୋଳ ହୋଇଛି।  

   Related Posts