Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ଶାସ୍ତ୍ରୀୟ ସଂଗୀତଜ୍ଞ ପଦ୍ମଶ୍ରୀ ବିଜୟ କୁମାର କିଚଲୁଙ୍କ ପରଲୋକ, ଦୀର୍ଘଦିନ ଧରି ଥିଲେ ଅସୁସ୍ଥ

18/02/2023 at 11:00 AM

ମୁମ୍ଵାଇ ୧୮।୦୨: ଜଣାଶୁଣା ଶାସ୍ତ୍ରୀୟ ଗାୟକ ପଣ୍ଡିତ ବିଜୟ କୁମାର କିଚଲୁ। ବର୍ତ୍ତମାନ ତାଙ୍କର ଦେହାନ୍ତ ହୋଇଛି। ଗତ ୧୫ଦିନ ଧରି କୋଲକାତା ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ହେଲେ ଶୁକ୍ରବାର ସନ୍ଧ୍ୟାରେ ବିଜୟ କୁମାରଙ୍କ ଦେହାନ୍ତର ଦୁଃଖଦ ଖବର ସାମ୍ନାକୁ ଆସିଥିଲା । ୯୩ ବର୍ଷ ବୟସରେ ବିଜୟ କୁମାର କିଚଲୁ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ପ୍ରାୟ ୧୫ ଦିନ ପୂର୍ବରୁ ବିଜୟ କୁମାର ନିଶ୍ୱାସ ପ୍ରଶ୍ଵାସ ନେବାରେ ଅସୁବିଧା ହୋଇଥିବା ନେଇ କୁହାଯାଇଥିଲା। ଏହା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ପରେ ବିଜୟ କୁମାରଙ୍କୁ ଏଠାରେ ଭର୍ତ୍ତି କରାଯାଇଥିଲା। ପ୍ରାୟ ଦୀର୍ଘ ସମୟ ଚିକିତ୍ସା ଚାଲିବା ପରେ ବିଜୟ କୁମାର ଶୁକ୍ରବାର ସନ୍ଧ୍ୟା ପ୍ରାୟ ୬.୩୦ ସମୟରେ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

ବିଜୟ କୁମାର କିଚଲୁ ଶାସ୍ତ୍ରୀୟ ସଙ୍ଗୀତର ଜଣେ ମହାନ ଗାୟକ ଥିଲେ। ବିଜୟ କୁମାରଙ୍କୁ ଭାରତ ସରକାର ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହା ସହିତ ସଂଗୀତ ନାଟ୍ୟ ଏକାଡେମୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଛି।

   Related Posts