suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ଭୋଟ୍ ଦେବାକୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ, କହିଲେ ମତଦାନ ଆପଣଙ୍କର ମୌଳିକ ଅଧିକାର

5/12/2022 at 10:34 AM

ଭୁବନେଶ୍ୱର ୦୫/୧୨: ଭୋଟ ଦେବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୋଟ ଦେବାକୁ ପଦ୍ମପୁରବାସୀଙ୍କୁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ମତଦାନ ଆପଣଙ୍କର ମୌଳିକ ଅଧିକାର ।

ଆପଣଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରକୁ ଆହୁରି ମଜବୁତ କରିବାରେ ସହାୟକ ହେବ । ଜଣେ ସଚେତନ ନାଗରିକ ଭାବେ ମତଦାନ କରନ୍ତୁ । ପଦମପୁର ଉପନିର୍ବାଚନରେ ନିଜ ମତାଧିକାର ସାବ୍ୟସ୍ତ କରନ୍ତୁ । ବିପୁଳ ସଂଖ୍ୟାରେ ମତଦାନ ପାଇଁ ସମସ୍ତଙ୍କୁ ଉତ୍ସାହିତ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

   Related Posts