ପିଣ୍ଟୁଙ୍କ ଦେହାନ୍ତରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ମନେରହିବ ତାଙ୍କ ନିଖୁଣ ଅଭିନୟ
2/03/2023 at 10:59 AM

ଭୁବନେଶ୍ୱର ୦୨/୦୩: Pintu Nanda ଙ୍କ ବିୟୋଗରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଲୋକପ୍ରିୟ ଅଭିନେତାଙ୍କ ଦେହାନ୍ତ ଖବର ଶୁଣି ମୁଁ ଗଭୀର ମର୍ମାହତ ।
ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) March 2, 2023
ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ ରଖିବ । ତାଙ୍କ ଅମର ଆତ୍ମାର ସଦ୍ଗତି କାମନା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।