Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, କହିଲେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ

2/12/2022 at 9:30 AM

ଭୁବନେଶ୍ୱର ୦୨/୧୨: ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ୱୀ କଳାକାର ଭାବେ ବର୍ଣ୍ଣନା କରିଛନ୍ତି । ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା । ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା ।

ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ, ଜଗତରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

   Related Posts