ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

‘ମୋ ସରକାର’ରେ ଆଉ ୬ଟି ମେଡିକାଲକୁ ସହାୟତା ଘୋଷଣା

7/12/2019 at 3:05 PM

ଭୁବନେଶ୍ବର ୭।୧୨: ରାଜ୍ୟରେ ଆଉ ୬ଟି ମେଡିକାଲକୁ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା । ସମ୍ବଲପୁର, ଦେବଗଡ, ଅନୁଗୋଳ, କେନ୍ଦ୍ରାପଡା, ସୋନପୁର, ବଲାଙ୍ଗୀର ମେଡିକାଲକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ୬ଟି ଜିଲ୍ଲାର ଏସପିଙ୍କୁ ରକ୍ତଦାନ ପାଇଁ ୧୦ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି ।

   Related Posts