AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର୨: CFSLର ସହାୟତାରେ ASI ଗୋପାଳ ଦାସଙ୍କ ହେବ ଭଏସ ଟେଷ୍ଟ
  • ||
  • ଖଲ୍ଲିକୋଟ: ବସ୍‌ କର୍ମଚାରୀ ଭୁଲିଗଲେ ମାନବିକତା, ଅଧାରାସ୍ତାରେ ଛାଡି ଚାଲିଗଲେ ମୃତଦେହ
  • ||
  • ଦାରିଙ୍ଗବାଡି: ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
  • ||
  • ପାଟଣା: ପୋଖରୀ ଭିତରକୁ ପଶିଲା ତେଲ ଟ୍ୟାଙ୍କର, ଭାରସାମ୍ୟ ହରାଇ ଓଲଟିପଡିଲା
  • ||

ମିଶନ୍‌ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା ଋଣ ପରିମାଣ

29/11/2022 at 7:08 PM

ଭୁବନେଶ୍ୱର, ୨୯/୧୧: ରାଜ୍ୟରେ କାର୍ଯ୍ୟ କରୁଥିବା ମିଶନ୍‌ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ୍‌ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଦିଆଯାଉଥିବା ବିନା ସୁଧରେ ଋଣ ପରିମାଣକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ୍‌ ପଟ୍ଟନାୟକ । ମିଶନ୍‌ ଶକ୍ତି ଋଣ ୩ ଲକ୍ଷରୁ ୫ ଲକ୍ଷକୁ ସରକାର ବୃଦ୍ଧି କରିଛନ୍ତି । ଏନେଇ ବିଧାନସଭାରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ୱ୍ରମ୍‌ ସୂଚନା ଦେଇଛନ୍ତି ।

ତେବେ ଋଣ ପରିମାଣ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି । ଗତ ୫ ବର୍ଷରେ ମିଶନ୍ ଶକ୍ତି ଜରିଆରେ ମହିଳାଙ୍କୁ ୧୭ ହଜାର କୋଟିର ଋଣ ଦିଆଯାଇଛି । ଆଗାମୀ ୫ ବର୍ଷରେ ମିଶନ୍‌ ଶକ୍ତି ଗ୍ରୁପ୍‌କୁ ୫୦ ହଜାର କୋଟି ଋଣ ଦେବାକୁ ଲକ୍ଷ୍ୟ ରଖାଯାଇଛି ।  

   Related Posts