oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ଏ ବର୍ଷ ବି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

15/10/2020 at 1:31 PM

ଭୁବନେଶ୍ବର ୧୫।୧୦: ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ । ଗତ ୮ ମାସ ହେଲା କୋଭିଡ଼ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ଆସନ୍ତାକାଲି   ନବୀନ ନିବାସ ନଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତ ଦାନ କରିବା ଏବଂ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

   Related Posts