ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

16/01/2020 at 9:35 AM

ଭୁବନେଶ୍ବର ୧୬।୧: ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ୧୧ଟା ୪୫ମିନିଟରେ ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ମନ୍ଦିର ଭିତରେ ପ୍ରାୟ ୨୦ରୁ ୩୦ ମିନିଟ୍ ରହିବା ପରେ ମ୍ୟୁନିସିପାଲିଟି ମାର୍କେଟ ଗ୍ରାଉଣ୍ଡକୁ ଯାଇ ସେଠାରେ ପୁରୀରେ କିଛି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ସେଠାରୁ ତାଳବଣିଆ ହେଲିପ୍ୟାଡକୁ ଆସି ପୁଣି ଥରେ ଭୁବନେଶ୍ବର ଫେରି ଆସିବେ ମୁଖ୍ୟମନ୍ତ୍ରୀ ।

   Related Posts