Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଧରଣୀଧର ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟ ମାନ୍ୟତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

12/02/2023 at 9:17 AM

ଭୁବନେଶ୍ୱର ୧୨।୦୨ : ଧରଣୀଧର ସ୍ୱୟଂସାଶିତ ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟ ମାନ୍ୟତା। କେନ୍ଦୁଝର ଜିଲ୍ଲାରେ ଥିବା କଲେଜକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତେବେଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ,କେବଳ କେନ୍ଦୁଝର ନୁହେ, ଆଖପାଖ ଜିଲ୍ଲା ମାନଙ୍କର ଛାତ୍ରଛାତ୍ରୀମାନଙ୍କ ପାଇଁ ଏହା ଲାଭଦାୟକ ହେବ । ମୁଖ୍ୟମନ୍ତ୍ରୀ ସୋମବାର ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଦୀର୍ଘ ଦିନର ଥିବା ଦାବିକୁ ପୂରଣ କରିଛନ୍ତି ।

   Related Posts